• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Taurus

ବୃଷ

Sunday 18 Aug 2024

କୃତିକା- ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ପରିବାରରେ ଗୁରୁଜନଙ୍କ ସା୍ୱସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ।

ରୋହିଣୀ- ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ। ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ।

ମୃଗଶିରା- ବିଦ୍ୟାର୍ଥୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :