• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Aquarius

କୁମ୍ଭ

Sunday 18 Aug 2024

ଧନିଷ୍ଠା – ବାପା, ମାଙ୍କ ଆଶୀର୍ବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର‌୍ୟ୍ୟ କରିବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ । କବିଙ୍କର କୌଣସି କବିତାରେ ପ୍ରଂଶସା ହୋଇପାରେ ।

ଶତଭିଷା – ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ପୂ , ଭାଦ୍ରପଦ – ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର‌୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କୌଣସି ମହତ୍ୱ ପୂର୍ଣ୍ଣ ଦାୟିତ୍ୱ ସମ୍ପନ୍ନ କରି ପାରନ୍ତି ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :