• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Pisces

ମୀନ

Sunday 18 Aug 2024

ପୂ, ଭାଦ୍ରପଦ- ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତ୍ରୁମାନେ ପଛ ଘୁଞ୍ଚା ଦେବେ । ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକପ୍ରିୟତା ଦେଖା ଦେବ ।

ରେବତୀ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର – କୌଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :