ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ମୃଗଶିରା - କୌଣସି ସହପାଠୀ ଆପଣଙ୍କର ସାହାର୍ୟ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।
ଆଦ୍ରା - ମହିଳା ମାନେ କର୍ତ୍ତ୍ୟବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୌଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତ୍ତ ବୃଦ୍ଧି ହୋଇପାରେ ।
ପୁନର୍ବସୁ - ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ପ୍ରତିକାର – ମା’ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫