• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Cancer

କର୍କଟ

Sunday 18 Aug 2024

ପୁନର୍ବସୁ- ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସହେଯାଗରେ କେତେକ ସମସ୍ୟାର ସମାଧାନ ହେବ ।

ପୁଷ୍ୟା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନସମ୍ମାନ ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ ।

ଅଶ୍ଳେଷା- ଭୂ- ସମ୍ପତ୍ତିରେ ଅଧିକ ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ।

ପ୍ରତିକାର – ଶ୍ରୀ ଗଣେଶଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :