• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Leo

ସିଂହ

Sunday 18 Aug 2024

ମଘା –ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।

ପୂ , ଫାଲଗୁନୀ - ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ଉ ,ଫାଲଗୁନୀ – କିଣା ବିକା ବେଳେ ସାବଧାନତା ଅବଲମ୍ବନ କରନ୍ତୁ । ବିଦ୍ୟାର୍ଥୀମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାନିଂ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :