• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Virgo

କନ୍ୟା

Sunday 18 Aug 2024

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।

ହସ୍ତା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି ।

ଚିତ୍ରା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକଦ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :