• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Libra

ତୁଳା

Sunday 18 Aug 2024

ଚିତ୍ରା – ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।

ସ୍ୱାତୀ – ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ ।

ବିଶାଖା – ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତ୍ତି ମିଳିବାର ସୂଚନା ଅଛି ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :