• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Scorpio

ବିଛା

Sunday 18 Aug 2024

ବିଶାଖା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର‌୍ୟ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି।

ଅନୁରାଧା- ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳାମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ।

ଜ୍ୟୋଷ୍ଠା- ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :