• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Sagittarius

ଧନୁ

Sunday 18 Aug 2024

ମୂଳା – ଅନଲାଇନ ବ୍ୟବସାୟ କରିବାକୁ ଭାବିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।ଶତୃମାନଙ୍କର କ୍ରୋଧରୁ ଅଳ୍ପକେ ରକ୍ଷା ପାଇବେ । ମହିଳାମାନେ ପୂଜା, ପାଠରେ ମନ ଲଗାଇବେ ।

ପୂ , ଷାଢା – ଶିକ୍ଷାର୍ଥୀମାନେ ଆତ୍ମନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ ।

ଉ , ଷାଢା – ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :