• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

Capricorn

ମକର

Sunday 18 Aug 2024

ଉ, ଷାଢା- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ଶ୍ରବଣା- ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।

ଧନିଷ୍ଠା- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର – ସୂର‌୍ୟ୍ୟଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :