• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Dec 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Taurus

ବୃଷ

Saturday 17 Dec 2022

କୃତିକା - ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ ।

ରୋହିଣୀ – ଶିକ୍ଷାକ୍ଷେତ୍ରରେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।

ମୃଗଶିରା – ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :