• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Dec 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Pisces

ମୀନ

Saturday 17 Dec 2022

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ଉ , ଭଦ୍ରପଦ - ରାଜନୈିତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।

ରେବତୀ – କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :