• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Dec 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 17 Dec 2022

ମୃଗଶିରା - ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଆଦ୍ରା - ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ପୁନର୍ବସୁ - ପୁରୁଣା ଋଣ ପରିଶୋଧ କରିବେ । କର୍ମକ୍ଷେତ୍ରରେ ଅଧିକାରି ମାନେ ମହିଳା କର୍ମୀ ମାନଙ୍କ କଥା ଶୁଣିବେ ।

ପ୍ରତିକାର – ମାଆ ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :