• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Dec 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Cancer

କର୍କଟ

Saturday 17 Dec 2022

ପୁନର୍ବସୁ - ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ପାରିବାରିକ ସହମତିରେ କାର୍ଯ୍ୟ ସିଦ୍ଧି ଘଟିପାରେ । ବେପାର ବୃତିରେ ସଫଳତା ହାସଲ କରିବେ

ପୁଷ୍ୟା – ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ଅଶ୍ଳେଷା - ମହିଳା ମାନେ ସ୍ଥଗିତ ଥିବା କାମ ପୂରା କରିବେ । ସମ୍ପତି ବାଡିକୁ ନେଇ ଚିନ୍ତା ଦୂର ହେବ ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :