• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Dec 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Leo

ସିଂହ

Saturday 17 Dec 2022

ମଘା – ଆତ୍ମତୃପ୍ତି ଲାଭ କରିବେ । କର୍ମକ୍ଷେତ୍ରରେ ସାହାସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଂଶସିତ ହେବେ । ବନ୍ଧୁଙ୍କ ପ୍ରେରଣାରେ ଖୁସି ପାଇବେ ।

ପୂ , ଫାଲଗୁନୀ - ପ୍ରଶାସନ କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟରେ ସାହାଯ୍ୟ, ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ଗୁରୁଙ୍କର ପରାମର୍ଶ ନେବେ ।

ଉ ,ଫାଲଗୁନୀ – ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ନରହିଲେ ହଜି ଯାଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ 

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :