• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Dec 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 17 Dec 2022

ଉ , ଫାଲଗୁନୀ – ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।

ହସ୍ତା – ବାଣିଜ୍ୟରେ ସଫଳତା ଲାଭ କରିବେ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ

ଚିତ୍ରା – ରାଜନିତିରେ ଦୃଢ ପୃଷ୍ଟି ପୋଷକତା ଯୋଗୁଁ ଆଗେଇ ଯିବେ । କୋର୍ଟ କଚେରୀରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :