• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Dec 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Libra

ତୁଳା

Saturday 17 Dec 2022

ଚିତ୍ରା – ଯାନବାହନ କ୍ଷତି, ଦୁର୍ଘଟଣା ଆଦିର ଭୟ ଦେଖା ଦେଇପାରେ । ଅନ୍ୟ ଜିଲ୍ଲାରେ ବ୍ୟବସାୟ ବିସ୍ତାର କରିବା ଲାଗି ଭାବିବେ ।

ସ୍ୱାତୀ –ଅଧିକ କ୍ରୋଧ କରିଲେ କାମରେ ଗତିରୋଧ ହେବ । ପିଲା ମାନେ ସୁଗୁଣ ଅନୁପ୍ରାଣିତ ହେବେ । ରାଜନିତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।

ବିଶାଖା – ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :