• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Dec 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Scorpio

ବିଛା

Saturday 17 Dec 2022

ବିଶାଖା – ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ଗାଡିମଟର ସାବଧନତା ସହ ଚଲାନ୍ତୁ

ଅନୁରାଧା – ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ଜ୍ୟେଷ୍ଠା – ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । ଋଣ ସୂତ୍ରରେ ଅର୍ଥ ଲାଭ କରିପାରନ୍ତି ।

ପ୍ରତିକାର – ମନ୍ଦାର ଫୁଲକୁ ସୂର୍ଯ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :