• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Feb 2024: ଏହି ରାଶିର ବ୍ୟକ୍ତିମାନେ ବ୍ୟବସାୟରେ ନିବେଶ କରନ୍ତୁ ଖୁବ୍‌ ଲାଭ ପାଇବେ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ରବିବାର । ଚନ୍ଦ୍ର- ବୃଷ ରାତ୍ରି ୦୯.୫୪ ଗତେ ମିଥୁନ । ତିଥି-୯ମୀ ଦିବା ୦୮.୧୫ ଗତେ ୧୦ମୀ । ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୯.୫୪ ଗତେ କନ୍ୟା ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Sunday 18 Feb 2024

ପୂ,ଭାଦ୍ରପଦ- ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ଆପଣଙ୍କୁ ଖୁସି କରିବା ପାଇଁ ଆପଣଙ୍କ ଜୀବନ-ସାଥୀ ବହୁତ ଚେଷ୍ଟା କରିବେ । ଭାଗ୍ୟର ପରିବର୍ତନ ହେବା ସହିତ  ଉନ୍ନତି ପଥରେ ଅଗ୍ରସର ହେବେ ।

ଉ,ଭାଦ୍ରପଦ- ମହିଳାଙ୍କୁ ନିଯୁକ୍ତି ମିଳିବ । ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ରେବତୀ- ବାକିଥିବା କାମ ପୁରା ହୋଇଯିବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ସାମାଜିକ କାର‌୍ୟ୍ୟକୁ ନେଇ ଆପଣଙ୍କର ପ୍ରଶଂସା ହେବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର-  ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ