Daily Horoscope 18th Feb 2024: ଏହି ରାଶିର ବ୍ୟକ୍ତିମାନେ ବ୍ୟବସାୟରେ ନିବେଶ କରନ୍ତୁ ଖୁବ୍ ଲାଭ ପାଇବେ...
/odishatv-khabar/media/media_files/uploadimage/library/16_9/16_9_0/IMAGE_1708136860-897331.jpg)
ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ରବିବାର । ଚନ୍ଦ୍ର- ବୃଷ ରାତ୍ରି ୦୯.୫୪ ଗତେ ମିଥୁନ । ତିଥି-୯ମୀ ଦିବା ୦୮.୧୫ ଗତେ ୧୦ମୀ । ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୯.୫୪ ଗତେ କନ୍ୟା ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
