• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Feb 2024: ଏହି ରାଶିର ବ୍ୟକ୍ତିମାନେ ବ୍ୟବସାୟରେ ନିବେଶ କରନ୍ତୁ ଖୁବ୍‌ ଲାଭ ପାଇବେ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ରବିବାର । ଚନ୍ଦ୍ର- ବୃଷ ରାତ୍ରି ୦୯.୫୪ ଗତେ ମିଥୁନ । ତିଥି-୯ମୀ ଦିବା ୦୮.୧୫ ଗତେ ୧୦ମୀ । ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୯.୫୪ ଗତେ କନ୍ୟା ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Sunday 18 Feb 2024

ମୃଗଶିରା- ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ । ଧନ ଲାଭର ନୂଆ ମାର୍ଗ ଖୋଲିବେ । ଛାତ୍ରଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ସୁଫଳ ମିଳିବ ।

ଆଦ୍ରା- ରାଜେନୈତିକ ପରିସର ବୃଦ୍ଧି ହେବ । ଅଫିସ୍ ତରଫରୁ ଦୂରଜାଗାକୁ  ବୁଲିବା ପାଇଁ ଯିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ ।  କ୍ୟାରିୟରରେ ସଫଳତା ମିଳିବ ।

ପୁନର୍ବସୁ- ଘରର ବାତାବରଣ ଶାନ୍ତିମୟ ରହିବ । ଧାର ନେବା ଦେବାରୁ ନିବୃତ ରୁହନ୍ତୁ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ