• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Feb 2024: ଏହି ରାଶିର ବ୍ୟକ୍ତିମାନେ ବ୍ୟବସାୟରେ ନିବେଶ କରନ୍ତୁ ଖୁବ୍‌ ଲାଭ ପାଇବେ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ରବିବାର । ଚନ୍ଦ୍ର- ବୃଷ ରାତ୍ରି ୦୯.୫୪ ଗତେ ମିଥୁନ । ତିଥି-୯ମୀ ଦିବା ୦୮.୧୫ ଗତେ ୧୦ମୀ । ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୯.୫୪ ଗତେ କନ୍ୟା ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Sunday 18 Feb 2024

ମଘା- ଜୀବନରେ ସମ୍ବନ୍ଧ ଏବଂ ସମ୍ପର୍କୀୟଙ୍କ ମୂଲ୍ୟ ବୁଝିବାକୁ ଚେଷ୍ଟା କରନ୍ତୁ ।  ବିରକ୍ତି ହେଉଥିବା ବୈବାହିକ ଜୀବନରେ କିଛି କୌତୁହଳଜନକ କରିବାକୁ ଚେଷ୍ଟା କରିବେ । ଭବିଷ୍ୟ କଥା ଭାବିକି ଅର୍ଥ ନିବେଶ କରନ୍ତୁ ।

ପୂ,ଫାଲଗୁନି- ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପୂର୍ବ କମ୍ପାନୀର ଅନୁଭବ ଆପଣଙ୍କ କାମରେ ସହାୟ ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ । ସକାରତ୍ମକ ଭାବନା  ଘେନି ଆଗକୁ ବଢିବେ ।

ଉ, ଫାଲଗୁନି- କୈାଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । କର୍ମଚାରୀମାନେ କାମଉପରେ ଧ୍ୟାନ ଦେବା ଉଚିତ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ