• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Feb 2024: ଏହି ରାଶିର ବ୍ୟକ୍ତିମାନେ ବ୍ୟବସାୟରେ ନିବେଶ କରନ୍ତୁ ଖୁବ୍‌ ଲାଭ ପାଇବେ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ରବିବାର । ଚନ୍ଦ୍ର- ବୃଷ ରାତ୍ରି ୦୯.୫୪ ଗତେ ମିଥୁନ । ତିଥି-୯ମୀ ଦିବା ୦୮.୧୫ ଗତେ ୧୦ମୀ । ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୯.୫୪ ଗତେ କନ୍ୟା ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Sunday 18 Feb 2024

ମୂଳା- ବ୍ୟବସାୟରେ ପରିବାରର ସହଯୋଗ ପାଇବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଉପରିସ୍ଥ କର୍ମଚାରୀଙ୍କ ସହଯୋଗରେ କାମ ପୂରା ହେବ । ପ୍ରେମ ସମ୍ବନ୍ଧରେ ଘନିଷ୍ଠତା ବଢିବ ।

ପୂ,ଷାଢା- ରାଜନିତି କ୍ଷେତ୍ରରେ ଥିବା ଲୋକଙ୍କୁ ପଦ ପ୍ରତିଷ୍ଠା ମିଳିବ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି ।  ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ ।

ଉ, ଷାଢା- ନିଜର ଆନ୍ତରିକ ସମୟ ଅନ୍ୟ ମାନଙ୍କ ସେବାରେ ଲଗାନ୍ତୁ । ଏହା ଆପଣଙ୍କୁ ଓ ଆପଣଙ୍କ ପରିବାର ଲୋକଙ୍କୁ ଖୁସି ଓ ଶାନ୍ତି ଦେବ ଜ୍ଝ ନିଜ ପ୍ରିୟର ଭାବନାକୁ ବୁଝନ୍ତୁ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ଶନି ଦେବଙ୍କ ପୂଜା ପୂଜା କରନ୍ତୁ