• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Feb 2024: ଏହି ରାଶିର ବ୍ୟକ୍ତିମାନେ ବ୍ୟବସାୟରେ ନିବେଶ କରନ୍ତୁ ଖୁବ୍‌ ଲାଭ ପାଇବେ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ରବିବାର । ଚନ୍ଦ୍ର- ବୃଷ ରାତ୍ରି ୦୯.୫୪ ଗତେ ମିଥୁନ । ତିଥି-୯ମୀ ଦିବା ୦୮.୧୫ ଗତେ ୧୦ମୀ । ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୯.୫୪ ଗତେ କନ୍ୟା ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Sunday 18 Feb 2024

ଉ,ଷାଢା- ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ବିଶେଷ ପ୍ରସଙ୍ଗରେ ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ପାଇବେ ।

ଶ୍ରବଣା- ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ସୁଖ , ସୈାଭାଗ୍ୟ ମିଳିପାରେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ । ରାଜନୀତିରେ ସଫଳତା ପାଇବେ ।

ଧନିଷ୍ଠା- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ