ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ
ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷା କୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଅନୁରାଧା- ଶିକ୍ଷାତ୍ରୀମାନେ ଦେଇଥିବା ପରୀକ୍ଷାରେ କୃତ କାର୍ଯ୍ୟ ହେବେ । ନିଜସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳାମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯