• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th February 2023: ଆଜି ଏହି ରାଶିର ବ୍ୟକ୍ତି ସତର୍କତାର ସହ ଗାଡ଼ି ଚଲାନ୍ତୁ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ

Pisces

ମୀନ

Saturday 18 Feb 2023

ପୂ, ଭାଦ୍ରପଦ-ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଉ, ଭାଦ୍ରପଦ- କର୍କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।
ରେବତୀ- ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।  

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS