• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th February 2023: ଆଜି ଏହି ରାଶିର ବ୍ୟକ୍ତି ସତର୍କତାର ସହ ଗାଡ଼ି ଚଲାନ୍ତୁ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ

Gemini

ମିଥୁନ

Saturday 18 Feb 2023

ମୃଗଶିରା- ଗାଡ଼ି ସତର୍କତାର ସହ ଚଲାନ୍ତୁ । ପରିବାରିରେ କୌଣସି ଏକ ଖୁସି ଖବର ଶୁଣିବେ । ବିଦେଶୀ ସମ୍ବନ୍ଧୀୟ ବ୍ୟବସାୟ ଅଭିବୃଦ୍ଧି ପାଇଁ ସୁଯୋଗ ରହିବ
ଆଦ୍ରା- କର୍ମକ୍ଷେତ୍ରରେ ଖର୍ଚ୍ଚାନ୍ତ କାରଣରୁ ଆର୍ଥିକ ଚାପ ଦେଖାଦେଇ ପାରେ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ । ଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ।
ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ସରକାରୀ କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS