• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th February 2023: ଆଜି ଏହି ରାଶିର ବ୍ୟକ୍ତି ସତର୍କତାର ସହ ଗାଡ଼ି ଚଲାନ୍ତୁ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ

Cancer

କର୍କଟ

Saturday 18 Feb 2023

ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି ।  ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । 
ପୁଷ୍ୟା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।  
ଅଶ୍ଳେଷା- ଶିକ୍ଷା ଦୃଷ୍ଟିରୁ ପିଲାମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳାମାନଙ୍କର ଭାଗ୍ୟ ଉଦ୍ୟୋୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS