• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th February 2023: ଆଜି ଏହି ରାଶିର ବ୍ୟକ୍ତି ସତର୍କତାର ସହ ଗାଡ଼ି ଚଲାନ୍ତୁ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ

Virgo

କନ୍ୟା

Saturday 18 Feb 2023

ଉ- ଫାଲ୍‌ଗୁନୀ- ଶାରୀରିକ ଉନ୍ନତି ଆସିବ।  କର୍ମକ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରି ଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ୍‌ କୌଣସି ଯୋଜନାରେ ପରିବର୍ତ୍ତନ କରିପାରନ୍ତି । ରାଜନୀତିରେ କୌଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ
ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତକତା କରିପାରନ୍ତି ।  ମହିଳା ମନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS