• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th February 2023: ଆଜି ଏହି ରାଶିର ବ୍ୟକ୍ତି ସତର୍କତାର ସହ ଗାଡ଼ି ଚଲାନ୍ତୁ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ

Libra

ତୁଳା

Saturday 18 Feb 2023

ଚିତ୍ରା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ଶଯ୍ୟାଶାୟୀ ହୋଇପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ
ସ୍ୱାତୀ- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ ।  ଜୀବିକା ଅର୍ଜନରେ ସଫଳତା ଲାଭ  ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।  
ବିଶାଖା- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୌଣସି କାରଣରୁ ମନ ଭଲ ରହିବ ନାହିଁ ।  

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS