• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th February 2023: ଆଜି ଏହି ରାଶିର ବ୍ୟକ୍ତି ସତର୍କତାର ସହ ଗାଡ଼ି ଚଲାନ୍ତୁ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ

Sagittarius

ଧନୁ

Saturday 18 Feb 2023

ମୂଳା- ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ । ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟ ସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ ।
ପୂ, ଷାଢା- ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ । ଶିକ୍ଷାର୍ଥୀମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ । 
ଉ,  ଷାଢା- ମାଲିମକଦମା ଆପୋଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS