• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th February 2023: ଆଜି ଏହି ରାଶିର ବ୍ୟକ୍ତି ସତର୍କତାର ସହ ଗାଡ଼ି ଚଲାନ୍ତୁ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ

Capricorn

ମକର

Saturday 18 Feb 2023

ଉ, ଷାଢା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ। କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । 
ଶ୍ରବଣା- ସରକାରୀ ସ୍ତରରୁ ଆଶା କରୁଥିବା ବ୍ୟକ୍ତି ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଧନିଷ୍ଠା- ଛାତ୍ରଛାତ୍ରୀମାନଙ୍କ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS