• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th February 2023: ଆଜି ଏହି ରାଶିର ବ୍ୟକ୍ତି ସତର୍କତାର ସହ ଗାଡ଼ି ଚଲାନ୍ତୁ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ, ଶନିବାର ଚନ୍ଦ୍ର – ମକର ଅହୋରାତ୍ର ତିଥି – ୧୩ଶୀ ରାତ୍ରି ୦୮.୦୨ ଗତେ ୧୪ଶୀ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ –୨ ପାଦ - କୃଷି ଓ ବଂଶହାନି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୪୧ ଗତେ ୧ ପାଦ

Aquarius

କୁମ୍ଭ

Saturday 18 Feb 2023

ଧନିଷ୍ଠା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼  କରିବେ। କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ
ଶତଭିଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ରଛାତ୍ରୀମାନେ ଅଧିକ  ସମୟ ଖେଳରେ କଟାଇବେ ।   ପ୍ରେମ ସମ୍ପର୍କ ମଜବୁତ ରହିବ
ପୂ,  ଭାଦ୍ରପଦ- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳାମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ।

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS