• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Febryary 2025: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ,ମିଳିବ ଖୁସି ଖବର

ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

Taurus

ବୃଷ

Tuesday 18 Feb 2025

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତ୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।

ରୋହିଣୀ- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ।

ମୃଗଶିରା- ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ ପାରନ୍ତି । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳାମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇପାରନ୍ତି ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :