ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଧନିଷ୍ଠା – ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିବ ।
ଶତଭିଷା – ରାଜନୈତିକ ଜୀବନ ଉତ୍ଥାନପତନରେ ଗତି କରିବେ । ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ହେବେ । ଶତ୍ରୁମାନଙ୍କର କ୍ରୋଧରୁ ଅଳ୍ପକେ ରକ୍ଷା ପାଇବେ । ମନ ଚାହୁଥିବା କାର୍ଯ୍ୟ ଆରମ୍ଭ କରିବେ ।
ପୂ , ଭାଦ୍ରପଦ – ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦୃଢ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନମାନଙ୍କଠାରେ ପ୍ରିୟଭାଜନ ହେବେ ।
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮