• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Febryary 2025: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ,ମିଳିବ ଖୁସି ଖବର

ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

Pisces

ମୀନ

Tuesday 18 Feb 2025

ପୂ,ଭାଦ୍ରପଦ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଉ,ଭାଦ୍ରପଦ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।

ରେବତୀ-ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ। ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :