ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ମୃଗଶିରା - ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ରୋଗ ଉପଶମ ମିଳିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଶ୍ଚିନ୍ତା ଲାଗି ରହିବ ।
ଆଦ୍ରା - କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି । ବିଦ୍ୟାର୍ଥୀମାନେ ସଫଳତା ହାସଲ କରିବେ । ମହିଳାମାନେ ଆତ୍ମବିଶ୍ଵାସୀ ରହିବେ।
ପୁନର୍ବସୁ - ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦ୍ୱିତା କମ୍ ହେବ ।
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫