ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ପୁନର୍ବସୁ- ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ପୁଷ୍ୟା- ରାଜନୀତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ।
ଅଶ୍ଲେଷା- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨