• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Febryary 2025: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ,ମିଳିବ ଖୁସି ଖବର

ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

Leo

ସିଂହ

Tuesday 18 Feb 2025

ମଘା – ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ପୂ , ଫାଲଗୁନୀ - ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ।

ଉ ,ଫାଲଗୁନୀ – ଭୂ- ସମ୍ପତ୍ତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :