ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଉ,ଫଳଗୁନି- ବିଶେଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।
ହସ୍ତା- ସରକାରୀସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।
ଚିତ୍ରା- ମହିଳାମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ।
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫