ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଚିତ୍ରା – ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ ବ୍ୟବସାୟରେ ସଫଳତା ଲାଭ କରିବେ।
ସ୍ୱାତୀ – ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ ।
ବିଶାଖା – ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତ୍ତି କିଣିବାର ଯୋଗ ରହିଛି ।
ପ୍ରତିକାର – ପର୍ଶୁରାମଙ୍କର ଫଟୋ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬