ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ବିଶାଖା- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।
ଅନୁରାଧା- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।
ଜ୍ୟେଷ୍ଠା- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳାମାନେ ଆଭୂଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ ।
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯