• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Febryary 2025: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ,ମିଳିବ ଖୁସି ଖବର

ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

Sagittarius

ଧନୁ

Tuesday 18 Feb 2025

ମୂଳା – ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ପୂ , ଷାଢା – ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପୀଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ।

ଉ , ଷାଢା – ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :