ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଉ,ଷାଢା- ମାନସିକସ୍ତରରେ ଉନ୍ନତି ଆସିବ । କାର୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।
ଶ୍ରବଣା- ରାଜନୀତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।
ଧନିଷ୍ଠା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ୫ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮