• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Aries

ମେଷ

Thursday 18 Jan 2024

ଅଶ୍ୱନୀ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି ।

ଦ୍ୱିଜା- କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । ସମାଜ ସେବାରେ ସ୍ୱନାମ ପାଇବେ ।

କୃତିକା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ସହକର୍ମୀଙ୍କ କାର୍ଯ୍ୟରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହେବେ ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :