• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Thursday 18 Jan 2024

କୃତିକା- ଶାରୀରିକ ଅସୁସ୍ଥତା ଦେଖାଦେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ ।

ରୋହିଣୀ- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ମୃଗଶିରା- ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ । ପରିବାରର ମାମଲା ଘରେ ହିଁ ସମାଧାନ ହୋଇଯିବ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :