• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Thursday 18 Jan 2024

ଧନିଷ୍ଠା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ବ୍ୟବସାୟ ଆଦି ବିଭିନ୍ନ ସଂସ୍ଥାରୁ ଧନାଗମ ହେବ । ଅନ୍ୟମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।

ଶତଭିଷା- ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ପୂ,ଭାଦ୍ରପଦ- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :