• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Thursday 18 Jan 2024

ପୂ,ଭାଦ୍ରପଦ- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।

ଉ,ଭାଦ୍ରପଦ- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।

ରେବତୀ- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :