• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Thursday 18 Jan 2024

ମୃଗଶିରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

ଆଦ୍ରା- ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ ।

ପୁନର୍ବସୁ- ଜମିଜମା ଜନିତ କ୍ରୟ, ବିକ୍ରୟରୁ ଲାଭ କମାଇ ପାରିବେ । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :